Matthew 26:16 — Compare Translations
7 translations compared side by side
Odia - 1840
"ସହେି ସମୟରୁ ୟିହୂଦା ଯାଜକମାନଙ୍କ ହାତ ରେ ଯୀଶୁଙ୍କୁ ଧରାଇ ଦବୋ ପାଇଁ ସୁଯୋଗର ଅପେକ୍ଷା ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇଦେବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିଦିନଠାରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ಯಾನ್ ಜುದಾಸ್ ಇಸ್ಕರಿಯೊತ್ ಜೆಜುಕ್ ಧರುನ್ ದಿತಲೊ ಬರೊ ಅವ್ಕಾಸ್ ಹುಡ್ಕುನ್ಗೆತ್ ಹೊತ್ತೊ.