Matthew 26:18 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ନଗର ରେ ଥିବା ମାରଜେଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ 'ଗୁରୁ କହିଛନ୍ତି 'ମନୋନୀତ ସମୟ ଆସି ପାଖଇେ ଗଲାଣି ଓ ମୁଁ ତୁମ୍ଭ ଘ ରେ ମାେ ଶିଷ୍ଯମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ସହରକୁ ଯାଇ ସେହି ନିର୍ଦ୍ଦିଷ୍ଟ ଲୋକକୁ କହିବ, ‘ଗୁରୁ କହୁଛନ୍ତି, ତାଙ୍କର କାଳ ନିକଟ ହୋଇ ଆସିଲାଣି। ତାଙ୍କ ଶିଷ୍ୟମାନଙ୍କ ସହିତ ତୁମ ଘରେ ସେ ନିସ୍ତାର ପର୍ବ ପାଳନ କରିବେ’।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ନଗରରେ ଥିବା ମୋର ଜଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ ‘ଗୁରୁ କହିଛନ୍ତି ‘ମନୋନୀତ ସମୟ ଆସି ପାଖେଇ ଗଲାଣି ଓ ମୁଁ ତୁମ୍ଭ ଘରେ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ,“ಶಾರಾತ್ಲ್ಯಾ ಅಮುಕ್ ಹ್ಯಾ ಮಾನ್ಸಾಕ್ಡೆ ಜಾವಾ, ಅನಿ,‘ಗುರುಜಿ, ಮಾಜೊ ಎಳ್ ಜಗ್ಗೊಳ್ ಯೆಲಾ; ಮಿಯಾ ಮಾಜ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ತುಜ್ಯಾ ಘರಾತ್ ಪಾಸ್ಕಾಚ್ಯಾ ಸನಾಚೆ ಜೆವಾನ್ ಕರ್ತಾ,’ ಮನುಲಾ ಮನುನ್ ಸಾಂಗಾ.” ಮನುನ್ ಸಾಂಗ್ಲ್ಯಾನ್.