Matthew 26:19 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ କହିବା ଅନୁସାରେ ଶିଷ୍ଯମାନେ କଲେ। ସମାନେେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିବା ଅନୁଯାୟୀ ଶିଷ୍ୟମାନେ ନିସ୍ତାର ପର୍ବ ଭୋଜ ଆୟୋଜନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ କହିବା ଅନୁସାରେ ଶିଷ୍ୟମାନେ କଲେ। ସେମାନେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾನಿ ಜೆಜುನ್ ಸಾಂಗಲ್ಲ್ಯಾ ಸರ್ಕೆಚ್ ಕರ್ಲ್ಯಾನಿ ಅನಿ ಪಾಸ್ಕಾಚ್ಯಾ ಸನಾಚೆ ಜೆವಾನ್ ತಯಾರ್ ಕರ್ಲ್ಯಾನಿ.