Matthew 26:2 — Compare Translations
7 translations compared side by side
Odia - 1840
"ଦୁଇଦିନ ପରେ ନିସ୍ତାରପର୍ବ ହବୋ କଥା ତୁମ୍ଭେ ଜାଣ। ସହେି ଦିନ କୃଶ ରେ ଚ଼ଢ଼ାଇ ମନୁଷ୍ଯପୁତ୍ରଙ୍କୁ ମାରି ଦବୋ ପାଇଁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ଜାର, ନିସ୍ତାର ପର୍ବ ହେବାକୁ ଆଉ ଦୁଇଦିନ ଅଛି। ସେତେବେଳେ ମନୁଷ୍ୟପୁତ୍ର କ୍ରୁଶବିଦ୍ଧ ହେବା ପାଇଁ ସମର୍ପିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
“ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಕಾ ಗೊತ್ತ್ ಹೊತ್ತ್ಯಾ ಸರ್ಕೆ ದೊನ್ ದಿಸಾಂಚ್ಯಾ ಮಾನಾ ಪಾಸ್ಕಾಚೊ ಸನ್ ಹಾಯ್ ಅನಿ ಮಾನ್ಸಾಚ್ಯಾ ಲೆಕಾಕ್ ಕುರ್ಸಾರ್ ಮಾರುಕ್ ಮನುನ್ ಧರುನ್ ದಿವ್ನ್ ಹೊತಾ.” ಮನುನ್ ಸಾಂಗಟ್ಲ್ಯಾನ್.