Matthew 26:20 — Compare Translations
7 translations compared side by side
Odia - 1840
"ସନ୍ଧ୍ଯା ବେଳେ ଯୀଶୁ ନିଜର ବିରଜଣଯାକ ଶିଷ୍ଯଙ୍କ ସହିତ ଖାଇବାକୁ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ଵାଦଶ ଶିଷ୍ୟଙ୍କ ସହିତ ଭୋଜନରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସନ୍ଧ୍ୟା ହୁଅନ୍ତେ ଯୀଶୁ ଓ ବାରଜଣ ଶିଷ୍ୟ ଭୋଜନରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟାବେଳେ ଯୀଶୁ ନିଜର ବାରଜଣଯାକ ଶିଷ୍ୟଙ୍କ ସହିତ ଖାଇବାକୁ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಜ್ ಹೊಲ್ಲ್ಯಾ ತನ್ನಾ ಜೆಜು ಅನಿ ಬಾರಾ ಜಾನಾ ಶಿಸಾ ಜೆವ್ನಾಕ್ ಬಸ್ಲಿ.