Matthew 26:21 — Compare Translations
7 translations compared side by side
Odia - 1840
"ସମାନେେ ଖାଉଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭମାନଙ୍କ ମଧିଅରେ ଥିବା ବାରଜଣଙ୍କ ଭିତରୁ ଜଣେ ମାେ ପ୍ରତି ବିଶ୍ବାସଘାତକତା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନ କଲାବେଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆವಾನ್ ಕರ್ತಾನಾ ಜೆಜುನ್,“ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ. ತುಮ್ಚ್ಯಾತ್ಲೊ ಎಕ್ಲೊ ಮಾಕಾ ವಿಶ್ವಾಸ್ ಘಾತ್ ಕರ್ನಾರ್ ಹಾಯ್.” ಮಟ್ಲ್ಯಾನ್.