Matthew 26:24 — Compare Translations

7 translations compared side by side

Odia - 1840
"ମନୁଷ୍ଯପୁତ୍ର ଯିବେ ଓ ମରିଯିବେ। ଏହାହିଁ ହବେ ବୋଲି ଶାସ୍ତ୍ର ରେ ଲଖାେଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ଯପୁତ୍ରଙ୍କୁ ମରିବା ପାଇଁ ଶତୃ ହତେ ରେ ଦଇଦେିବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନହାଇେଥିଲେ ବରଂ ଭଲ ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ଵାରା ମନୁଷ୍ୟପୁତ୍ର ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରର ଲେଖା ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁଭୋଗ କରିବେ, କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେ ଧରାଇ ଦେବ, ତା’ର ଦଶା କେଡ଼େ ଭୟାବହ। କେବେ ଜନ୍ମ ନ ହୋଇଥିଲେ ତା’ ପକ୍ଷରେ ଭଲ ହୋଇଥାନ୍ତା।”
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸರ್ಕೆ ಮಾನ್ಸಾಚೊ ಲೆಕ್ ಮರುಕುಚ್ ಮಾಜೆ, ಅನಿ ತೊ ಮರ್‍ತಾಚ್ ಖರೆ ಮಾನ್ಸಾಚ್ಯಾ ಲೆಕಾಕ್ ವಿಶ್ವಾಸ್ ಘಾತ್ ಕರ್‍ತಲ್ಯಾಚಿ ಗತ್ ಕಾಯ್ ಸಾಂಗು! ತೊ ಉಪ್ಜುಕುಚ್ ನಸ್ಲ್ಯಾರ್ ತ್ಯಾ ಮಾನ್ಸಾಕುಚ್ ಬರೆ ಹೊತ್ತೆ!” ಮನುನ್ ಜಬಾಬ್ ದಿಲ್ಯಾನ್.