Matthew 26:27 — Compare Translations
7 translations compared side by side
Odia - 1840
"ତା'ପରେ ସେ ଗୋଟିଏ ଗିନା ରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ଶିଷ୍ଯମାନଙ୍କୁ କହିଲେ, ତୁମ୍ଭେ ସମସ୍ତେ ଏଥିରୁ ପିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, ଏଥିରୁ ସମସ୍ତେ ପାନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ପାନ ପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ତାହା ଶିଷ୍ୟମାନଙ୍କୁ ଦେଇ କହିଲେ, “ତୁମ୍ଭେମାନେ ସମସ୍ତେ ଏଥିରୁ ପାନ କର।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಕಟೊರೊ ಘೆಟ್ಲ್ಯಾನ್ ಅನಿ ಅನಿಎಗ್ದಾ ದೆವಾಕ್ ಧನ್ಯವಾದ್ ದಿಲ್ಯಾನ್, ಅನಿ ಶಿಸಾಕ್ನಿ ದಿವ್ನ್, “ಹೆ ಘೆವಾ ಅನಿ ತುಮಿ ಸಗ್ಳೆ ಜಾನಾ ಫಿವಾ.”