Matthew 26:28 — Compare Translations

7 translations compared side by side

Odia - 1840
"ଏ ଦ୍ରାକ୍ଷାରସ ମାରେରକ୍ତ। ମାରେ ରକ୍ତ ରେ ପରମେଶ୍ବରଙ୍କ ଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନକେ ଲୋକଙ୍କର ପାପକୁ କ୍ଷମା କରିଦିଆୟିବା ପାଇଁ ଏ ରକ୍ତ ଦିଆ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାପକ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ମୋର ରକ୍ତ। ମନୁଷ୍ୟର ପାପ କ୍ଷମା ପାଇଁ ମୁଁ ମୋର ଯେଉଁ ରକ୍ତ ଢ଼ାଳି ଦେବାକୁ ଯାଉଛି, ଯାହା ଈଶ୍ୱରଙ୍କ ନୂତନ ବିଧାନକୁ ମୁଦ୍ରାଙ୍କିତ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Odia IRV 2017 (ଓଡିଆ ବାଇବେଲ)
ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ದೆವಾಚ್ಯಾ ನವ್ಯಾ ಕರಾರಾಚ್ಯಾ ವರ್‍ತಿ ಛಪ್ಪೊ ಮಾರ್‍ತಲೆ ಮಾಜೆ ರಗಾತ್, ಲೈ ಜಾನಾಂಚ್ಯಾ ಪಾಪಾಂಚ್ಯಾ ಮಾಪಿ ಸಾಟ್ನಿ ವೊತಲ್ಲೆ.