Matthew 26:29 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କହି ରଖୁଛି, ମୋ’ ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂତନ ଦ୍ରାକ୍ଷାରସ ପିଇବା ପର୍ଯ୍ୟନ୍ତ ମୁଁ ଆଉ କେବେ ଦ୍ରାକ୍ଷାରସ ପିଇବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା’ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ, ಮಾಜ್ಯಾ ಬಾಬಾಚ್ಯಾ ರಾಜಾತ್ ತುಮ್ಚ್ಯಾ ವಾಂಗ್ಡಾ ನ್ಹವಿ ವಾಯ್ನ್ ಫಿತಲ್ಯಾ ದಿಸಾ ಪತರ್ ಹಿ ವಾಯ್ನ್ ಮಿಯಾ ಅನಿ ಕನ್ನಾಚ್ ಫಿ ನಾ. ಮಟ್ಲ್ಯಾನ್.