Matthew 26:3 — Compare Translations
7 translations compared side by side
Odia - 1840
"ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମୟରେ ମୁଖ୍ୟ ପୁରୋହିତ ଓ ଅନ୍ୟାନ୍ୟ ଇହୁଦୀ ନେତାମାନେ ପ୍ରଧାନ ଯାଜକ କୟାଫାଙ୍କ ପ୍ରାସାଦରେ ଏକତ୍ରିତ ହୋଇ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପ୍ରଧାନଯାଜକ ଓ ଲୋକମାନଙ୍କ ପ୍ରାଚୀନ ନେତାମାନେ କୟାଫା ନାମକ ମହାଯାଜକଙ୍କ ଭବନର ଅଗଣାରେ ଏକାଠି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮುಖ್ಯ ಯಾಜಕಾ ಅನಿ ಜಾನ್ತಿ ಲೊಕಾ ಕಾಯಿಫಾಸ್ ಮನ್ತಲ್ಯಾ ಮಹಾಯಾಜಕಾಚ್ಯಾ ಘರಾಕ್ಡೆ ಜಮ್ಲೆ.