Matthew 26:30 — Compare Translations
7 translations compared side by side
Odia - 1840
"ଏହାପରେ ସମାନେେ ନିସ୍ତାର ପର୍ବର ପ୍ରାର୍ଥାନା ଗୀତ ବୋଲିଲେ ଓ ଜୀତ ପର୍ବତକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତ ପର୍ବତକୁ ବାହାରିଗଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ସେମାନେ ଗୋଟିଏ ସ୍ତୋତ୍ର ଗାନ କରି ଜୀତ ପର୍ବତକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಎಕ್ ಗಿತ್ ಗಾವ್ಲ್ಯಾನಿ ಅನಿ ಒಲಿವ್ ಮನ್ತಲ್ಯಾ ಮಡ್ಡಿಕ್ ಗೆಲ್ಯಾನಿ.