Matthew 26:33 — Compare Translations

7 translations compared side by side

Odia - 1840
"ପିତର କହିଲେ, ଅନ୍ୟ ସମସ୍ତେ ଶିଷ୍ଯ ଆପଣଙ୍କ ଉପରୁ ବିଶ୍ବାସ ହ ରଇେ ପାରନ୍ତି, କିନ୍ତୁ ମୁଁ କବେେ ହେଲେ ମାରେ ବିଶ୍ବାସ ହରାଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଉଠି ଯୀଶୁଙ୍କୁ କହିଲେ, “ଅନ୍ୟ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರು ಜೆಜುಕ್, “ಸಗ್ಳೆ ಜಾನಾ ತುಕಾ ಸೊಡುನ್ ಗೆಲ್ಯಾರ್‍ಬಿ, ಮಿಯಾ ತರ್ ತುಕಾ ಸೊಡುನ್ ಜಾಯ್ನಾ.” ಮನುನ್ ಸಾಂಗುಕ್ ಲಾಗ್ಲೊ.