Matthew 26:35 — Compare Translations
7 translations compared side by side
Odia - 1840
"ପିତର ଏକଥା ଶୁଣି କହିଲେ, ମୁଁ ବରଂ ଆପଣଙ୍କ ସହିତ ମୃତ୍ଯୁ ବରଣ କରିବି, କିନ୍ତୁ କବେେ ହେଲେ ଆପଣଙ୍କୁ ଚିହ୍ନିନାହିଁ ବୋଲି କହିବିନାହିଁ। ପୁଣି ଅନ୍ୟ ସମସ୍ତ ଶିଷ୍ଯମାନେ ସହେି ଏକା କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ଵୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଉତ୍ତର ଦେଲେ, “ଆପଣଙ୍କ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ କେବେ ଆପଣଙ୍କୁ ଅସ୍ୱୀକାର କରିବି ନାହିଁ।” ଅନ୍ୟ ଶିଷ୍ୟମାନେ ସମସ୍ତେ ସେହିପରି କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
Odia IRV 2017 (ଓଡିଆ ବାଇବେଲ)
ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್, “ಮಾಕಾ ತುಜ್ಯಾ ವಾಂಗ್ಡಾ ಮರ್ತಲಿ ಪರಿಸ್ತಿತಿ ಯೆಲ್ಯಾರ್ಬಿ, ಅಶೆ ಕನ್ನಾಚ್ ಮನಿ ನಾ!” ಮನುನ್ ಜಬಾಬ್ ದಿಲ್ಯಾನ್. ಅನಿ ಹುರಲ್ಲ್ಯಾ ಶಿಸಾನಿಬಿ ಅಸೆಚ್ ಮಟ್ಲ್ಯಾನಿ.