Matthew 26:37 — Compare Translations

7 translations compared side by side

Odia - 1840
"ଯୀଶୁ ପିତର ଓ ଜବଦେୀଙ୍କ ଦୁଇ ପୁଅଙ୍କୁ ସାଙ୍ଗ ରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ଯାକୁଳତା ଅନୁଭବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ଘେନି ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ତାଙ୍କ ସଙ୍ଗରେ ନେଲେ। ସେତେବେଳେ ଯୀଶୁ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହୋଇ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା’ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಕ್ ಅನಿ ಜೆಬೆದೆವಾಚ್ಯಾ ದೊಗ್ಯಾ ಲೆಕಾಕ್ನಿ ತೆನಿ ಅಪ್ನಾಚ್ಯಾ ವಾಂಗ್ಡಾ ಬಲ್ವುನ್ ಘೆಟ್ಲ್ಯಾನ್. ದುಕ್ ಅನಿ ವಳ್ವಳೊ ತೆಚ್ಯಾ ಭುತ್ತುರ್ ಭರಲ್ಲೊ ಹೊತ್ತೊ,