Matthew 26:4 — Compare Translations

7 translations compared side by side

Odia - 1840
"ସମାନେେ ଯୀଶୁଙ୍କୁ କପଟ ରେ ବନ୍ଦୀ କରି ତାହାଙ୍କୁ ମାରିଦବୋ ପାଇଁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଗୋପନରେ ଧରି ମାରିଦେବା ପାଇଁ ମନ୍ତ୍ରଣା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ କପଟରେ ବନ୍ଦୀ କରି ତାହାଙ୍କୁ ମାରିଦେବା ପାଇଁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕೊನಾಕ್ಬಿ ಕಳಿನಸ್ತಾನಾ ಜೆಜುಕ್ ಧರುನ್ ಜಿವಾನಿ ಮಾರ್‍ತಲೆ ಕಶೆ ಮನುನ್ ಯವ್ಜನ್ ಘಾಟ್ಲ್ಯಾನಿ.