Matthew 26:40 — Compare Translations

7 translations compared side by side

Odia - 1840
"ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସେ ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, ତୁମ୍ଭମାନେେ ମାେ ସହିତ ଘଣ୍ଟାଏ ପାଇଁ ମଧ୍ଯ ଜାଗି ରହି ପାରିଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋʼ ସାଙ୍ଗରେ ଦଣ୍ତେ ହେଲେ ଜାଗି ପାରିଲ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ତିନିଜଣ ଶିଷ୍ୟଙ୍କ ନିକଟକୁ ଫେରି ଆସି ଦେଖିଲେ, ସେମାନେ ଶୋଇ ପଡ଼ିଛନ୍ତି। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ତିନିହେଁ ମୋ’ ସହିତ ଘଣ୍ଟାଏ ସୁଦ୍ଧା ଜାଗି ରହି ପାରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಪರ್ತುನ್ ತಿಗ್ ಜಾನಾ ಶಿಸಾನಿಕ್ಡೆ ಯೆಲೊ. ತೆನಿ ನಿಜೆನ್ ಝೆಮುಲಾಗಲ್ಲೆ. ತನ್ನಾ ಜೆಜುನ್ ಪೆದ್ರುಕ್, “ತುಮ್ಕಾ ತಿಗ್ಯಾಕ್ನಿ ಮಾಜೆಸಾಟ್ನಿ ಎಕ್ ತಾಸ್‍ಬರ್ ಸೈತ್ ಜಾಗೆ ರ್‍ಹಾವ್ಕ್ ಹೊಯ್ನಾ ಕಾಯ್?