Matthew 26:41 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭମାନେେ ପରୀକ୍ଷା ରେ ନପଡ଼! ଯାହା ଠାକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଚାହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦହେ ଦୁର୍ବଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରୀକ୍ଷାରେ ଯେପରି ନ ପଡ଼, ସେଥିପାଇଁ ଜାଗି ରହି ପ୍ରାର୍ଥନା କର। କାରଣ ତୁମ୍ଭମାନଙ୍କର ଆତ୍ମା ଉତ୍ସୁକ, କିନ୍ତୁ ଶରୀର ଦୁର୍ବଳ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
Odia IRV 2017 (ଓଡିଆ ବାଇବେଲ)
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಗೆ ರ್ಹಾವಾ ಅನಿ ತುಮಿ ಪಾಪಾತ್ ಪಡ್ತಲ್ಯಾ ವಿಶಯಾತ್ನಿ ಪಡಿನಸ್ತಾನಾ ರ್ಹವ್ಸಾಟ್ನಿ ಮಾಗ್ನಿ ಕರಾ. ಅತ್ಮ್ಯಾಕ್ ಮನ್ ಹಾಯ್ ಹೊಯ್ ಖರೆ ಆಂಗಾಕ್ ತವ್ಡೊ ಬಳ್ ನಾ.” ಮನುನ್ ಸಾಂಗಟ್ಲ್ಯಾನ್.