Matthew 26:42 — Compare Translations

7 translations compared side by side

Odia - 1840
"ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, ହେ ପରମପିତା, ଯଦି ୟନ୍ତ୍ରଣାର ଏ ପାତ୍ର ମାେ ଠାରୁ ଦୂର ହାଇେ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତବେେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ ଦ୍ଵିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁନର୍ବାର ଯାଇ ପ୍ରାର୍ଥନା କଲେ, “ପିତଃ! ଯଦି ଏହି ଦୁଃଖଭୋଗର ପାନପାତ୍ର ମୋ’ଠାରୁ କାଢ଼ି ନିଆଯାଇ ପାରିବ ନାହିଁ ଓ ମୋତେ ତାକୁ ପିଇବାକୁ ହିଁ ପଡ଼ିବ, ତୁମ ଇଚ୍ଛା ଶିଷ୍ୟମାନଙ୍କୁ ନିଦ୍ରିତ ଥିବାର ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ’ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ಜೆಜು ಫಿಡೆ ಗೆಲೊ ಅನಿ, “ಮಾಜ್ಯಾ ಬಾಬಾ, ಹೆ ಕಸ್ಟಾಚೆ ಆಯ್ದಾನ್ ಮಿಯಾ ಫಿಲ್ಯಾ ಸಿವಾಯ್ ಧುರ್ ಕರುಕ್ ಹೊಯ್ನಾ ಮನುನ್ ರ್‍ಹಾಲ್ಯಾರ್, ತುಜ್ಯಾ ಮನಾ ಸರ್ಕೆಚ್ ಹೊಂವ್ದಿತ್.” ಮನುನ್ ಮಾಗುಕ್‍ಲಾಲೊ.