Matthew 26:43 — Compare Translations

7 translations compared side by side

Odia - 1840
"ତା'ପରେ ସେ ଫରେିଆସି ପୁଣି ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ସମାନଙ୍କେ ଆଖି ବହୁତ ଭାରି ହାଇେ ଯାଇଥିଲା। ସମାନେେ ସମାନଙ୍କେର ଆଖି ଖାଲିେ ପାରୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆସି ଖୋଲି ରହିପାରୁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଫେରି ଆସି ପୁଣି ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ସେମାନଙ୍କ ଆଖି ବହୁତ ଭାରି ହୋଇଯାଇଥିଲା। ସେମାନେ ସେମାନଙ୍କର ଆଖି ଖୋଲି ପାରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆସି ପୁଣି, ଥରେ ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅನಿ ಪರ್ತುನ್ ಶಿಸಾನಿಕ್ಡೆ ಗೆಲೊ ತನ್ನಾ ತೆಂಕಾ ಭರ್‍ತಿ ನಿಜ್‍ ಯೆಲ್ಲಿ; ನಿಜೆನ್ ತೆಂಚೆ ಡೊಳೆ ಉಗ್ಡಿನಸಿತ್.