Matthew 26:45 — Compare Translations

7 translations compared side by side

Odia - 1840
"ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ଫରେିଗଲେ ଓ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏବେ ସୁଦ୍ଧା ଶାଇେଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି। ଏବେ ପାପୀମାନଙ୍କ ହାତ ରେ ମନୁଷ୍ଯପୁତ୍ରଙ୍କୁ ସମର୍ପି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପକ୍ଷଣ ଶୟନ କରି ବିଶ୍ରାମ କର, ଦେଖ,ସେହି ସମୟ ସନ୍ନିକଟ ହେଲାଣି, ପୁଣି ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଶିଷ୍ୟମାନଙ୍କ ନିକଟକୁ ଆସି କହିଲେ, “ତୁମେ ଏର୍ପ୍ୟନ୍ତ ଶୋଇ ରହି ବିଶ୍ରାମ କରୁଛ? ଦେଖ, ମନୁଷ୍ୟପୁତ୍ର ଖଳ ଲୋକମାନଙ୍କ ହାତରେ ସମର୍ପିତ ହେବାର ବେଳ ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಅಪ್ನಾಚ್ಯಾ ಶಿಸಾನಿಕ್ಡೆ ಪರ್ತುನ್ ಯೆಲೊ, ಅನಿ. “ಅಜುನ್‍ಬಿ ತುಮಿ ನಿಜುನ್ ಅರಾಮ್ ಕರುಕ್ ಲಾಗ್ಲ್ಯಾಶಿ? ಅಬಕಾ! ಮಾನ್ಸಾಚ್ಯಾ ಲೆಕಾಕ್ ಧರುನ್ ಪಾಪಿ ಲೊಕಾಂಚ್ಯಾ ಹಾತಿತ್ ಒಪಸ್ತಲೊ ಎಳ್ ಯೆಲೊ”.