Matthew 26:47 — Compare Translations
7 translations compared side by side
Odia - 1840
"ଯୀଶୁ ଏହି କଥା କହୁଥିବା ସମୟରେ ୟିହୂଦା ସଠାେକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଥିଲା। ୟିହୂଦା ଙ୍କ ସହିତ ମଧ୍ଯ ଅନକେ ଲୋକ ଥିଲେ। ୟିହୂଦା ଓ ସହେି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସମାନଙ୍କେୁ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କଥା କହୁଥିବା ସମୟରେ, ଦେଖ, ଦ୍ଵାଦଶଙ୍କ ମଧ୍ୟରୁ ଯିହୁଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନ-ବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହି କଥା କହିବାବେଳେ, ତାଙ୍କର ବାର ଶିଷ୍ୟମାନଙ୍କ ଭିତରୁ ଯିହୁଦା ନାମକ ଶିଷ୍ୟ ଆସି ପହଞ୍ଚିଲା। ତା’ ସହିତ ଖଣ୍ଡା ଓ ଠେଙ୍ଗାବାଡ଼ି ଧରି ଅନେକ ଲୋକ ସେଠାରେ ଜମା ହେଲେ। ସେମାନଙ୍କୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ପଠାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବନ୍ଦୀ ହେଲେ ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜು ಬೊಲುನ್ಗೆತ್ ಹೊತ್ತ್ಯಾ ತನ್ನಾಚ್ ಜುದಾಸ್ ಮನ್ತಲೊ ಬಾರಾ ಜಾನಾ ಶಿಸಾನಿತ್ಲೊ ಎಕ್ಲೊ ಥೈ ಯೆವ್ನ್ ಪಾವ್ಲೊಚ್. ತೆಚ್ಯಾ ಫಾಟ್ನಾ ಕೊಯ್ತೆ ಅನಿ ಟೊನೆ ಘೆವ್ನ್ ಎಕ್ ಮೊಟೊ ಲೊಕಾಂಚೊ ತಾಂಡೊ ಹೊತ್ತೊ. ಮುಖ್ಯ ಯಾಜಕಾನಿ ಅನಿ ಜುದೆವಾಂಚ್ಯಾ ಜಾನ್ತ್ಯಾನಿ ತೆಂಕಾ ಧಾಡುನ್ ದಿಲ್ಲ್ಯಾನಿ.