Matthew 26:49 — Compare Translations
7 translations compared side by side
Odia - 1840
"ତା'ପରେ ୟିହୂଦା ଯୀଶୁଙ୍କ ପାଖ ରେ ପହଞ୍ଚି ତାହାଙ୍କୁ କହିଲେ, ହେ ଗୁରୁ, ନମସ୍କାର ତାପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ଵନ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା ସିଧା ଯୀଶୁଙ୍କ ନିକଟକୁ ଯାଇ ତାଙ୍କୁ ନମସ୍କାର କରି ଚୁମ୍ବନ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା’ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದಾಸ್ ಯೆಲ್ಲೊಚ್ ನಿಟ್ ಜೆಜುಕ್ಡೆ ಗೆಲೊ, ಅನಿ “ಗುರುಜಿ ಶಾಂತಿ ತುಮ್ಕಾ,” ಮಟ್ಲ್ಯಾನ್ ಅನಿ ಜೆಜುಚಿ ಉಪ್ಪಾ ಘೆಟ್ಲ್ಯಾನ್.