Matthew 26:50 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ବନ୍ଧୁ ତୁମ୍ଭେ ଯେଉଁ କାମ ରେ ଆସିଛ, ତାହା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ବନ୍ଧୁ, ତୁମ କାମ ଶୀଘ୍ର ସାର।” ଏହା ପରେ ସେମାନେ ଯୀଶୁଙ୍କୁ ଧରି ପକାଇ ବନ୍ଦୀ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!” ତା’ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ, “ಮಾಜ್ಯಾ ದೊಸ್ತಾ, ತಿಯಾ ಕಾಯ್ ಕರುಚೆ ಮನುನ್ ಯೆಲೆ ತೆ ಕಾಮ್ ಲಗ್ಗುನಾಚ್ ಕರುನ್ ಸಾರ್,” ಮಟ್ಲ್ಯಾನ್. ತವ್ಡ್ಯಾಕ್ ಮಟ್ಲ್ಯಾರ್ ತ್ಯಾ ಲೊಕಾನಿ ಯೆವ್ನ್ ಜೆಜುಕ್ ಧರುನ್ ಘೆಟ್ಲ್ಯಾನಿ.