Matthew 26:51 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସମାନଙ୍କେ ଭିତରୁ ଜଣେ ଶିଷ୍ଯ ତାର ଖଣ୍ଡା ବାହାର କରି ମହାୟାଜକଙ୍କ ଚାକରକୁ ସେଥିଲେ ଆଘାତ କଲା। ଫଳ ରେ ଚାକରର କାନ କଟିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ତା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ପକ୍ଷରୁ ଜଣେ ଲୋକ ନିଜ ଖଣ୍ଡା ବାହାର କରି ପ୍ରଧାନ ପୁରୋହିତଙ୍କ ଦାସକୁ ଆଘାତ କଲା। ସେହି ଲୋକର କାନ କଟିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସେମାନଙ୍କ ଭିତରୁ ଜଣେ ଶିଷ୍ୟ ତା’ର ଖଣ୍ଡା ବାହାର କରି ମହାଯାଜକଙ୍କ ଗ୍ଭକରକୁ ସେଥିରେ ଆଘାତ କଲା, ଫଳରେ ଗ୍ଭକରର କାନ କଟିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಎಕ್ಲ್ಯಾನ್ ಅಪ್ನಾಚೊ ಮೊಟೊ ಚಾಕು ಕಾಡುನ್ ಮೊಟ್ಯಾ ಯಾಜಕಾಚ್ಯಾ ಎಕ್ ಆಳಾಚ್ಯಾ ಕಾನಾಕ್ ಮಾರ್‍ಲ್ಯಾನ್, ತೆಚೊ ಕಾನುಚ್ ತುಟುನ್ ಪಡ್ಲೊ.