Matthew 26:52 — Compare Translations

7 translations compared side by side

Odia - 1840
"ଯୀଶୁ ସହେି ଲୋକକୁ କହିଲେ, ତୁମ୍ଭ ଖଣ୍ଡାକୁ ଖୋଳ ଭିତ ରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ଯବହାର କରନ୍ତି. ସମାନଙ୍କେୁ ଖଣ୍ଡା ଦ୍ବାରା ହତ୍ଯା କରା ଯାଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍‍ଗ ପୁନର୍ବାର ସ୍ଵସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍‍ଗ ଧାରଣ କରନ୍ତି, ସେସମସ୍ତେ ଖଡ଼୍‍ଗ ଦ୍ଵାରା ବିନଷ୍ଟ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ତୁମ ଖଣ୍ଡାକୁ ତା’ ଜାଗାରେ ରଖ। ଯେଉଁମାନେ ଖଣ୍ଡା ଉଞ୍ଚାନ୍ତି, ସେମାନେ ଖଣ୍ଡାରେ ହିଁ ନିହତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ଲୋକକୁ କହିଲେ, “ତୁମ୍ଭ ଖଣ୍ଡାକୁ ଖୋଳ ଭିତରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ୟବହାର କରନ୍ତି. ସେମାନଙ୍କୁ ଖଣ୍ଡା ଦ୍ୱାରା ହତ୍ୟା କରା ଯାଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತ್ಯಾ ಮಾನ್ಸಾಕ್ “ತುಜೊ ಮೊಟೊ ಚಾಕು ತುಜ್ಯಾ ಪಿಸ್ವಿತ್ ಘಾಲ್, ಜೆ ಕೊನ್ ಮೊಟೊ ಚಾಕು ಘೆತ್ಯಾತ್ ತೆನಿ ಚಾಕ್ವಾನಿಚ್ ನಾಸ್ ಹೊವ್ನ್ ಜಾತ್ಯಾತ್.”