Matthew 26:53 — Compare Translations
7 translations compared side by side
Odia - 1840
"ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋʼ ନିମନ୍ତେ ଦ୍ଵାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କ’ଣ ଜାଣ ନାହିଁ, ମୁଁ ମୋ’ ପିତାଙ୍କୁ ସାହାଯ୍ୟ ମାଗିଲେ, ସେ ମୋ’ ପାଇଁ ତତ୍କ୍ଷଣାତ୍ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ସ୍ୱର୍ଗଦୂତ ପଠାଇ ପାରିବେ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಮಾಜ್ಯಾ ಬಾಬಾಕ್ಡೆ ಮಾಗಟ್ಲ್ಯಾರ್ ತೊ ಮಾಜ್ಯಾ ಮಜತಿಕ್ ಮನುನ್ ಸೈನಿಕಾಂಚ್ಯಾ ಬಾರಾ ತಾಂಡ್ಯಾಂನ್ಚ್ಯಾನ್ಕಿ ಜಾಸ್ತಿ ದೆವಾಚ್ಯಾ ದುತಾಕ್ನಿ ಧಾಡಿನಸ್ತಾನಾ ರ್ಹಾತಾ ಮನುನ್ ತಿಯಾ ಚಿಂತ್ಲೆ ಕಾಯ್?