Matthew 26:54 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ତା' କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହବେ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କିପ୍ରକାର ସଫଳ ହେବ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାହାହେଲେ ଏହିସବୁ ଘଟିବ ବୋଲି ଶାସ୍ତ୍ରରେ ଯାହା ଲେଖାଅଛି, ତାହା ସଫଳ ହେବ କିପରି?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”
Odia IRV 2017 (ଓଡିଆ ବାଇବେଲ)
ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಶೆ ಹೊಲ್ಯಾರ್, ಹೊವ್ಕುಚ್ ಪಾಜೆ ಮನುನ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಪುರಾ ಹೊತಲೆ ಕಶೆ?” ಮಟ್ಲ್ಯಾನ್.