Matthew 26:55 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସର ରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତବେେଳେ ତୁମ୍ଭେ ମାେତେ ବନ୍ଦୀ କରିଲନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତା’ପରେ ଜମା ହୋଇଥିବା ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଗୋଟିଏ ପଳାତକ ଦସ୍ୟୁ ଯେ ଖଣ୍ଡା ଠେଙ୍ଗା ନେଇ ମୋତେ ଧରିବାକୁ ଆସିଛ? ପ୍ରତିଦିନ ମୁଁ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, ସେତେବେଳେ ତ ମୋତେ ଧରି ନ ଥିଲ!
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್, “ಎಕ್ ಚೊರಾಕ್ ಧರುಕ್ ಯೆಲ್ಯಾ ಸರ್ಕೆ ಕೊಯ್ತೆ ಅನಿ ಟೊನೆ ಘೆವ್ನ್ ತುಮಿ ಮಾಕಾ ಧರುಕ್ ಯೆಲ್ಯಾಶಿ? ಸದ್ದಿಚ್ ಮಿಯಾ ದೆವಾಚ್ಯಾ ಗುಡಿತ್ ತುಮ್ಚ್ಯಾ ಮದ್ದಿಚ್ ಬಸುನ್ ತುಮ್ಕಾ ಶಿಕ್ವಿ, ತನ್ನಾ ತುಮಿ ಮಾಕಾ ಧರುಕ್‍ನ್ಯಾಶಿ.