Matthew 26:56 — Compare Translations
7 translations compared side by side
Odia - 1840
"କିନ୍ତୁ ଭବିଷ୍ଯଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସହେିଭଳି ହବୋ ପାଇଁ ଏହି ସବୁକଥା ଘଟିଲା, ତା'ପରେ ସମସ୍ତ ଶିଷ୍ଯମାନେ ଯୀଶୁଙ୍କୁ ଛାଡି ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି । ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଭାବବାଦୀମାନେ ଶାସ୍ତ୍ରରେ ଯାହା ଯାହା ଲେଖିଛନ୍ତି, ସେସବୁ ସଫଳ ହେବା ପାଇଁ ଏହା ଘଟିଛି।” ଏତିକିବେଳେ ଶିଷ୍ୟମାନେ ସମସ୍ତେ ଯୀଶୁଙ୍କୁ ଛାଡ଼ି ପଳାଇ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଭବିଷ୍ୟଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା’ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪ್ರವಾದ್ಯಾನಿ ಅಪ್ನಾಚ್ಯಾ ಪುಸ್ತಕಾತ್ನಿ ಸಾಂಗಲ್ಲೆ ಪುರಾ ಹೊವ್ಸಾಟ್ನಿ ಅಶೆ ಸಗ್ಳೆ ಹೊಲೆ.” ಮಟ್ಲ್ಯಾನ್. ತವ್ಡ್ಯಾಕ್ ಮಟ್ಲ್ಯಾರ್ ಸಗ್ಳಿ ಶಿಸಾ ಜೆಜುಕ್ ಸೊಡುನ್ ಪಳುನ್ ಗೆಲಿ.