Matthew 26:57 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନଇେଥିଲେ, ସମାନେେ ତାହାଙ୍କୁ ମହାୟାଜକ କଫାଯାଙ୍କ ଘରକୁ ନଇଗେଲେ। ସଠାେରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ଘେନିଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଗିରଫକାରୀମାନେ ତାଙ୍କୁ ପ୍ରଧାନ ଯାଜକ କୟାଫାଙ୍କ ଗୃହକୁ ନେଲେ। ସେଠାରେ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀନେତାମାନଙ୍କ ସମ୍ମୁଖରେ ଯୀଶୁଙ୍କୁ ହାଜର କରାଗଲା ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಧರುನ್ ಘೆವ್ನ್ ಯೆಲ್ಲ್ಯಾನಿ, ತೆಕಾ ಮಹಾಯಾಜಕಾ ಕಾಯಿಫಾಸಾಚ್ಯಾ ಘರಾಕ್ಡೆ ಘೆವ್ನ್ ಗೆಲ್ಯಾನಿ. ಥೈ ಶಾಸ್ತರಾ ಶಿಕ್ವುತಲಿ ಲೊಕಾ ಅನಿ ಜಾನ್ತಿ ಲೊಕಾ ಜಮಲ್ಲಿ.