Matthew 26:58 — Compare Translations
7 translations compared side by side
Odia - 1840
"ପିତର ଅଳ୍ପ ଦୂର ରେ ରହି ମହାୟାଜକଙ୍କ ଅଗଣା ପର୍ୟ୍ଯନ୍ତ ଯୀଶୁଙ୍କ ପେଛ ପେଛ ଗଲେ। ଯୀଶୁଙ୍କର ପରିଣାମ କଣ ହବେ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧିଅରେ ବସି ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଟିକିଏ ଦୂରରେ ରହି ଯୀଶୁଙ୍କୁ ଅନୁସରଣ କରୁଥିଲେ ଏବଂ ସେ କୟାଫାଙ୍କ ଗୃହର ପ୍ରାଙ୍ଗଣ ପର୍ଯ୍ୟନ୍ତ ଗଲେ। ଏସବୁ ଘଟଣାର ପରିଣତି କଅଣ ହେବ, ଦେଖିବା ପାଇଁ ପିତର ସେଠାରେ ପ୍ରହରୀମାନଙ୍କ ସହିତ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କ'ଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಧುರ್-ಧುರ್ನಾಚ್ ತೆಂಚ್ಯಾ ಫಾಟ್ನಾ ಮಹಾಯಾಜಕಾಚ್ಯಾ ಘರಾಚ್ಯಾ ದಾರಾತ್ ಪತರ್ ಯೆಲೊ, ತೊ ದಾರಾತ್ ಭುತ್ತುರ್ ಗುಸ್ಲೊ ಅನಿ ಕಾಯ್ ಕಾಯ್ ಹೊತಾ ಬಗುಸಾಟ್ನಿ ಮನುನ್ ರಾಕ್ವಾಲ್ಯಾಂಚ್ಯಾ ವಾಂಗ್ಡಾ ಬಸ್ಲೊ.