Matthew 26:63 — Compare Translations

7 translations compared side by side

Odia - 1840
"ଯୀଶୁ କିନ୍ତୁ ଚୁପ୍ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ନୀରବ ରହିଲେ। ପ୍ରଧାନ ପୁରୋହିତ କହିଲେ, “ଜୀବନ୍ତ ଈଶ୍ୱରଙ୍କ ନାମରେ ମୁଁ ତୁମକୁ ପଚାରୁଛି, ସତ୍ୟକରି କୁହ, ତୁମେ କ’ଣ ଈଶ୍ୱରଙ୍କ ପୁତ୍ର ମସୀହ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କିନ୍ତୁ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିଲେ। ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜು ಗಪ್ಪುಚ್ ಹೊತ್ತೊ. ತನ್ನಾ ಮಹಾಯಾಜಕಾನ್, “ಮಿಯಾ ಝಿತ್ತ್ಯಾ ದೆವಾಚ್ಯಾ ಆನೆನ್ ತುಕಾ ಇಚಾರುಲಾ, ತಿಯಾ ದೆವಾಚೊ ಲೆಕ್ ಕ್ರಿಸ್ತ್ ಹೊಲ್ಯಾರ್ ಅಮ್ಕಾ ಸಾಂಗ್.” ಮಟ್ಲ್ಯಾನ್.