Matthew 26:64 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ହଁ, ମୁଁ ପରମେଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ଭବିଷ୍ଯତ ରେ ମନୁଷ୍ଯପୁତ୍ରଙ୍କୁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କ ଡ଼ାହାଣ ପଟେ ବସିଥିବାର ଓ ଆକାଶର ମେଘମାଳା ରେ ଆସୁଥିବାର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି, ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମେ ଠିକ୍ କହିଛ। କିନ୍ତୁ ମୁଁ ତୁମ ସମସ୍ତଙ୍କୁ କହୁଛି, ଶୀଘ୍ର ମନୁଷ୍ୟପୁତ୍ର ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବାକୁ ଯାଉଛନ୍ତି, ପୁଣି ତାଙ୍କୁ ସ୍ୱର୍ଗରେ ମେଘମାଳା ସହିତ ଓହ୍ଲାଇ ଆସିବା ତୁମେ ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಹೊಯ್,ತಿಯಾ ಸಾಂಗಲ್ಲ್ಯಾ ಸರ್ಕೆಚ್. ಖರೆ ಮಿಯಾ ತುಮ್ಕಾ ಸಗ್ಳ್ಯಾಕ್ನಿ ಸಾಂಗ್ತಾ, ಅತ್ತಾಚ್ಯಾನ್ ತುಮಿ ಮಾನ್ಸಾಚೊ ಲೆಕ್ ಪರಮೊನ್ನತ್ ದೆವಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಬಸಲ್ಲೊ ಅನಿ ಸರ್ಗಾಚ್ಯಾ ಮೊಡಾಂಚ್ಯಾ ವೈನಾ ಯೆತಲೊ ಬಗ್ತ್ಯಾಶಿ.” ಮಟ್ಲ್ಯಾನ್.