Matthew 26:65 — Compare Translations
7 translations compared side by side
Odia - 1840
"ମହାୟାଜକ ଏକଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକଇେଲେ ଓ ସେ କହିଲେ, ଏ ଯେଉଁ ସବୁ କଥା କହିଲେ, ତା' ଦ୍ବାରା ପରମେଶ୍ବରଙ୍କର ନିନ୍ଦା ହାଇେଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭମାନେେ ପରମେଶ୍ବରଙ୍କର ନିନ୍ଦା ଶୁଣିଛ। ତୁମ୍ଭମାନେେ ତବେେ କ'ଣ ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ଵରନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ଵରନିନ୍ଦା ଶୁଣିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ପ୍ରଧାନ ପୁରୋହିତ ନିଜ ପୋଷାକକୁ ଚିରି ପକାଇ କହିଲା, “ଏହା ତ ଈଶ୍ୱର ନିନ୍ଦା। ଆଉ ଅନ୍ୟ ସାକ୍ଷୀ ଦରକାର ନାହିଁ। ଏହିକ୍ଷଣି ଏହାର ଈଶ୍ୱର ନନ୍ଦା ତ ତୁମେ ଶୁଣିଲ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಹಾಯಾಜಕಾನ್ ರಾಗಾನ್ ಅಪ್ನಾಚೆ ಕಪ್ಡೆ ಪಿಜುನ್ ಘೆವ್ನ್, “ಹಿ ದೆವಾಚಿ ನಿಂದಾ ಹೊಲಿ! ಅನಿ ಜಾಸ್ತಿಚಿ ಮೊಟಿ ಸಾಕ್ಷಿ ಅಮ್ಕಾ ಪಾಜೆ ಮನುನ್ ನಾ! ತೆನಿ ಬೊಲಲ್ಲಿ ದೆವಾಚಿ ನಿಂದ್ಯಾ ತುಮಿಚ್ ಆಯಿಕ್ಲ್ಯಾಶಿ!” ಮಟ್ಲ್ಯಾನ್.