Matthew 26:69 — Compare Translations

7 translations compared side by side

Odia - 1840
"ସହେି ସମୟରେ ପିତର ପ୍ରାଙ୍ଗଣ ମଧିଅରେ ବସିଥିଲେ। ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, ତୁମ୍ଭେ ମଧ୍ଯ ଗାଲିଲୀର ଯୀଶୁଙ୍କ ସହିତ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଧାନ ପୁରୋହିତଙ୍କର ବାହାର ଅଗଣାରେ ପିତର ବସିଥିବାବେଳେ ଜଣେ ଦାସୀ ପାଖକୁ ଆସି କହିଲା, “ତୁମେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସଙ୍ଗରେ ଥିଲ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରିବାକୁ ପିତର ଭୟ କଲେ ସେହି ସମୟରେ ପିତର ପ୍ରାଙ୍ଗଣ ମଧ୍ୟରେ ବସିଥିଲେ, ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, “ତୁମ୍ଭେ ମଧ୍ୟ ଗାଲିଲୀର ଯୀଶୁଙ୍କ ସହିତ ଥିଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿಕ್ಡಿನ್ ಪೆದ್ರು, ಭಾಯ್ರ್ ದಾರಾತ್ ಬಸಲ್ಲೊ ಹೊತ್ತೊ, ತನ್ನಾ ಮಹಾಯಾಜಕಾಚ್ಯಾ ಘರಾತ್ ಕಾಮ್ ಕರ್‍ತಲಿ ಎಕ್ ಬಾಯ್ಕೊಮನುಸ್ ತೆಚೆಕ್ಡೆ ಯೆಲಿ, ಅನಿ,“ತಿಯಾಬಿ ಗಾಲಿಲಿಯಾಚ್ಯಾ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೆ ನ್ಹಯ್!” ಮಟ್ಲಿನ್.