Matthew 26:71 — Compare Translations

7 translations compared side by side

Odia - 1840
"ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖ ରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସଠାେରେ ଥିବା ସମସ୍ତ ଲୋକଙ୍କୁ କହିଲା, ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦାଣ୍ତଦ୍ଵାରକୁ ବାହାରିଯାଆନ୍ତେ ଆଉ ଜଣେ ଦାସୀ ତାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେ ସେହି ଅଗଣାର ଦ୍ୱାର ପାଖକୁ ଚାଲିଗଲେ। ଆଉ ଗୋଟିଏ ଦାସୀ ତାଙ୍କୁ ଦେଖି ସେଠାରେ ଥିବା ଲୋକମାନଙ୍କୁ କହିଲା, “ଇଏ ନାଜରିତୀୟ ଯୀଶୁଙ୍କ ସଙ୍ଗରେ ଥିଲା।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಹಾಯಾಜಕಾಚ್ಯಾ ದಾರಾತ್ ಯೆತಲ್ಯಾ ವಾಟೆಕ್ಡೆ ಗೆಲೊ. ಥೈ ಅನಿ ಎಕ್ ಕಾಮಾಚ್ಯಾ ಬಾಯ್ಕೊಮನ್ಸಿನ್ ತೆಕಾ ಥೈ ಬಗಟ್ಲಿನ್. ಅನಿ ಥೈ ಹೊತ್ತ್ಯಾ ಘೊಮನ್ಸಾಕ್ನಿ,“ಹ್ಯೊಬಿ ನಜರೆತಾಚ್ಯಾ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೊ” ಮಟ್ಲಿನ್.