Matthew 26:72 — Compare Translations

7 translations compared side by side

Odia - 1840
"ପୁଣି ଥରେ ପିତର ଅସ୍ବୀକାର କହି ଦେଲେ। ସେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ଵୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ପୁନର୍ବାର ଅସ୍ୱୀକାର କରି କହିଲେ, “ଶପଥ କରି କହୁଛି, ସେ ଲୋକକୁ ମୁଁ ଜାଣେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଥରେ ପିତର ଅସ୍ୱୀକାର କରିଦେଲେ। ସେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಬಿ ಪೆದ್ರುನ್ ತಿರಸ್ಕಾರ್ ಕರುನ್, “ಆನ್ ಘಾಲುನ್ ಮಿಯಾ ಸಾಂಗ್ತಾ ತೊ ಕೊನ್ ಮನುನ್ ಮಾಕಾ ಗೊತ್ತ್ ನಾ!” ಮಟ್ಲ್ಯಾನ್.