Matthew 26:73 — Compare Translations
7 translations compared side by side
Odia - 1840
"କିଛି ସମୟ ପରେ ସଠାେରେ ଠିଆ ହାଇେଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ। ଏକଥା ତୁମ୍ଭ କହିବା ଢ଼ଙ୍ଗରୁ ଜଣା ପଡୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳ୍ପକ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ ବୋଲିରୁ ତ ତାହା ଜଣା ପଡ଼ୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ସମୟ ପରେ ସେଠାରେ ଥିବା ଲୋକମାନେ ପିତରଙ୍କ ପାଖକୁ ଆସି କହିଲେ, “ତୁମେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ। ତୁମ କଥାବାର୍ତ୍ତାରୁ ଏହା ଜଣାପଡ଼ୁଛି।”
Odia Bible ERV 2004 (ପବିତ୍ର ବାଇବଲ)
କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ। ଏ କଥା ତୁମ୍ଭ କହିବା ଢଙ୍ଗରୁ ଜଣା ପଡ଼ୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಉಲ್ಲೊ ಎಳ್ ಹೊಲ್ಲ್ಯಾ ಮಾನಾ ಥೈ ಇಬೆ ಹೊತ್ತಿ ಘೊಮನ್ಸಾ ಪೆದ್ರುಕ್ಡೆ ಯೆಲಿ. “ಖರೆಚ್ ತಿಯಾಬಿ ತೆಂಚ್ಯಾತ್ಲೊ ಎಕ್ಲೊ, ತುಜ್ಯಾ ಬೊಲ್ನ್ಯಾ ವೈನಾಚ್ ಕಳುಕ್ ಲಾಗ್ಲಾ!” ಮಟ್ಲ್ಯಾನಿ.