Matthew 26:8 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଅତ୍ଯନ୍ତ ରାଗିଗଲେ। ସମାନେେ କହିଲେ, ଏତେ ଅପବ୍ଯୟ କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଏହା ଦେଖି ରାଗିଗଲେ। ସେମାନେ ତାକୁ ପଚାରିଲେ, “ଏତେ ନଷ୍ଟ କଲୁ କାହିଁକି?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଅତ୍ୟନ୍ତ ରାଗିଗଲେ। ସେମାନେ କହିଲେ, “ଏତେ ଅପବ୍ୟୟ କାହିଁକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಶಿಸಾಕ್ನಿ ಹೆ ಬಗುನ್ ರಾಗ್ ಯೆಲೊ, ಅನಿ ತೆನಿ, “ಕಶ್ಯಾಕ್ ಹೆ ಎವ್ಡೆ ಸಗ್ಳೆ ಹಾಳ್ ಘಾಲ್ತಲೆ?