Matthew 27:1 — Compare Translations
7 translations compared side by side
Odia - 1840
"ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ଭୋରରୁ ଯୀଶୁଙ୍କୁ ମାରିଦେବାକୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ଚକ୍ରାନ୍ତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ରାଜ୍ୟପାଳ ପୀଲାତଙ୍କ ଆଗରେ ଯୀଶୁଙ୍କୁ ହାଜର କରାଗଲା ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
Odia IRV 2017 (ଓଡିଆ ବାଇବେଲ)
ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಕ್ಕಾಳಿ ಫಿಡೆ ಸಗ್ಳ್ಯಾ ಮುಖ್ಯ ಯಾಜಕಾನಿ ಅನಿ ಜುದೆವ್ ಲೊಕಾಂಚ್ಯಾ ಜಾನ್ತ್ಯಾನಿ ಮಿಳುನ್ ಜೆಜುಕ್ ಕಶೆ ಜಿವಾನಿ ಮಾರ್ತಲೆ ಮನುನ್ ಯವ್ಜನ್ ಕರ್ಲ್ಯಾನಿ.