Matthew 27:11 — Compare Translations

7 translations compared side by side

Odia - 1840
"ଏହି ସମୟରେ ଯୀଶୁ ରାଜ୍ଯପାଳ ପୀଲାତ ଆଗ ରେ ଠିଆ ହେଲେ। ରାଜ୍ଯପାଳ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ସମ୍ମୁଖରେ ଦେଖି ରୋମୀୟ ଶାସକ ତାଙ୍କୁ ପଚାରିଲେ, “ତୁମେ କଅଣ ଇହୁଦୀମାନଙ୍କ ରାଜା?” ଯୀଶୁ ତାଙ୍କୁ ଉତ୍ତର ଦେଲେ, “ତୁମେ ତାହା କହୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ପୀଲାତଙ୍କର ପ୍ରଶ୍ନ ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା? ଯୀଶୁ କହିଲେ, ଆପଣ କହୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ರೊಮಾಚ್ಯಾ ಅದಿಕಾರ್‍ಯಾ ಪಿಲಾತಾಚ್ಯಾ ಇದ್ರಾಕ್ ಇಬೆ ರ್‍ಹಾಲೊ, ತನ್ನಾ ತೆನಿ ಜೆಜುಕ್,“ ತಿಯಾ ಜುದೆವಾಂಚೊ ರಾಜಾ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ “ತಿಯಾ ಸಾಂಗಲ್ಲ್ಯಾ ಸರ್ಕೆಚ್” ಮನುನ್ ಜೆಜುನ್ ಜಬಾಬ್ ದಿಲ್ಯಾನ್.