Matthew 27:12 — Compare Translations

7 translations compared side by side

Odia - 1840
"କିନ୍ତୁ ଯେତବେେଳେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ତାହାଙ୍କୁ ଅଭିୟୁକ୍ତ କଲେ ସେ କିଛି ଉତ୍ତର ଦେଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ, ସେ କୌଣସି ଉତ୍ତର ଦେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନଙ୍କର ଅଭିଯୋଗର ଉତ୍ତରରେ ସେ କିଛି କହିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮುಖ್ಯ ಯಾಜಕಾನಿ ಅನಿ ಜಾನ್ತ್ಯಾನಿ ತೆಚೆ ವರ್‍ತಿ ಅಪ್ವಾದಾ ಘಾಲ್ತಾನಾ ತೆನಿ ಕಾಯ್ಬಿ ಜಬಾಬ್ ದಿವ್ಕ್ ನಾ.