Matthew 27:13 — Compare Translations
7 translations compared side by side
Odia - 1840
"ତେଣୁ ପୀଲାତ ଯୀଶୁଙ୍କୁ ପଚାରିଲେ, ସମାନେେ ତୁମ୍ଭ ବିରୁଦ୍ଧ ରେ ଯେଉଁ ସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପିଲାତ ତାଙ୍କୁ କହିଲେ, “ତୁମ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ସବୁ ତୁମେ କଅଣ ଶୁଣି ପାରୁ ନାହଁ?”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ସେମାନେ ତୁମ୍ଭ ବିରୁଦ୍ଧରେ ଯେଉଁସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉ ନାହଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ ಜೆಜುಕ್,“ ಹೆನಿ ತುಜೆ ವರ್ತಿ ಘಾಲ್ತಲಿ ಅಪ್ವಾದಾ ತುಕಾ ಆಯ್ಕೊ ಯೆಯ್ ನಾ ಹೊಲ್ಯಾತ್ ಕಾಯ್?” ಮನುನ್ ಇಚಾರ್ಲ್ಯಾನ್.