Matthew 27:14 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦବୋକୁ ମନାକଲେ। ଏଥି ରେ ପୀଲାତ ବଡ଼ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଉତ୍ତରରେ ପଦେ ହେଲେ ନ କହିବାରୁ ପିଲାତ ଅତି ଆଚମ୍ବିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಎಕ್ ಸೈತ್ ಶಬ್ದ್ ಬೊಲುಕ್ನಾ. ಹೆ ಬಗಟಲ್ಲೊ ಪಿಲಾತ್ ಮನ್ತಲೊ ಅದಿಕಾರಿ ಅಜಾಪ್ ಹೊಲೊ.