Matthew 27:15 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ବର୍ଷ ନିସ୍ତାର ପର୍ବ ଅବସର ରେ ରାଜ୍ଯପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକର ମୁକ୍ତ ହବୋ ଚାହୁଁଥିଲେ, କବେଳେ ସହେି ଲୋକକୁ ମୁକ୍ତ କରାଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନ-କର୍ତ୍ତାଙ୍କର ରୀତି ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାର ପର୍ବ ସମୟରେ ଜନତାର ଇଚ୍ଛା ଅନୁଯାୟୀ ରୋମୀୟ ଶାସକ ଯେ କୌଣସି ଗୋଟିଏ ବନ୍ଦୀକୁ ଖଲାସ କରି ଦେବାର ପ୍ରଥା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଚେଷ୍ଟା କରିବା ସତ୍ତ୍ୱେ ଯୀଶୁଙ୍କୁ ମୁକ୍ତ କରିବାରେ ଅସଫଳ ହେଲେ ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ವರ್ಸಾ ಪಾಸ್ಕಾಚ್ಯಾ ಸನಾಚ್ಯಾ ಎಳಾರ್ ಲೊಕಾನಿ ಸಾಂಗಲ್ಲ್ಯಾ ಎಕ್ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಮಾನ್ಸಾಕ್ ಸೊಡುನ್ ದಿತಲಿ ರೊಮಾಚ್ಯಾ ಅದಿಕಾರ್ಯಾಚಿ ಎಕ್ ಪದ್ದತ್ ಹೊತ್ತಿ.