Matthew 27:16 — Compare Translations

7 translations compared side by side

Odia - 1840
"ସହେି ସମୟରେ ବାରବ୍ବା ନାମ ରେ ଜଣେ କୁଖ୍ଯାତ ବନ୍ଦୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ‘ଯୀଶୁ-ବାରବ୍ବା’ ନାମକ ଜଣେ କୁଖ୍ୟାତ ଦାଗୀ ବନ୍ଦୀ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ବାର‌‌‌‌‌ବ୍‌‌‌‌‌ବା ନାମରେ ଜଣେ କୁଖ୍ୟାତ ବନ୍ଦୀ ଥିଲା।‌‌‌‌‌‌ ‌‌‌
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಸಗ್ಳ್ಯಾಕ್ನಿ ಗೊತ್ತ್ ಹೊತ್ತೊ ಬಾರಾಬ್ಬಾಸ್ ಮನ್ತಲೊ ಎಕ್ ಮಾನುಸ್ ಬಂಧಿಖಾನ್ಯಾತ್ ಹೊತ್ತೊ.