Matthew 27:18 — Compare Translations
7 translations compared side by side
Odia - 1840
"ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଇର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତ ରେ ଯୀଶୁଙ୍କୁ ସମର୍ପି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଈର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତରେ ଯୀଶୁଙ୍କୁ ସମର୍ପି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಮುಖಂಡಾನಿ ಕುಸ್ಡೆಪಾನಾನಿ ಜೆಜುಕ್ ಧರುನ್ ಹಾನಲ್ಲ್ಯಾನಿ ಮನುನ್ ಪಿಲಾತಾಕ್ ಗೊತ್ತ್ ಹೊತ್ತೆ.