Matthew 27:19 — Compare Translations
7 translations compared side by side
Odia - 1840
"ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ବିଚାରାଳୟରେ ବସିଥିବା ବେଳେ ତାଙ୍କ ପତ୍ନୀ ଗୋଟିଏ ବାର୍ତ୍ତା ପଠାଇଲେ: “ସେହି ନିର୍ଦ୍ଦୋଷ ଲୋକଟିକୁ କିଛି କର ନାହିଁ। କାଲି ରାତିରେ ଗୋଟିଏ ସ୍ୱପ୍ନରେ ତାଙ୍କ ପାଇଁ ମୁଁ ବହୁତ ଦୁଃଖ ଅନୁଭବ କରିଛି।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ବିଗ୍ଭରମଞ୍ଚରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: “ଏହି ଧାର୍ମିକ ଲୋକଟିର କିଛି ହେଲେ କ୍ଷତି କର ନାହିଁ। ମୁଁ ତାହାଙ୍କ ବିଷୟରେ କାଲି ରାତିରେ ଗୋଟିଏ ସ୍ୱପ୍ନ ଦେଖିଛି, ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହୋଇପଡ଼ିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಲಾತ್ ನ್ಯಾಯ್ ಕರ್ತಲ್ಯಾ ಜಾಗ್ಯಾರ್ ಬಸಲ್ಲೊ ಹೊತ್ತೊ ತನ್ನಾ ತೆಚ್ಯಾ ಬಾಯ್ಕೊನ್,“ತಿಯಾ ತ್ಯಾ ಚುಕೆತ್ ನಸಲ್ಲ್ಯಾ ಮಾನ್ಸಾಕ್ ಕಾಯ್ಬಿ ಕರುಕ್ ಜಾವ್ನಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ರಾತ್ತಿ ಸಪ್ನಾತ್ ಮಿಯಾ ಹೆಚ್ಯಾ ಬದಲ್ ಲೈ ಕಾಯ್ ಕಾಯ್ಕಿ ಸೊಸ್ಲಾ” ಮನುನ್ ಖಬರ್ ಧಾಡುನ್ ದಿಲಿನ್.