Matthew 27:2 — Compare Translations

7 translations compared side by side

Odia - 1840
"ସମାନେେ ଯୀଶୁଙ୍କୁ ବନ୍ଧି ପକାଇଲେ। ତାପରେ ତାହାଙ୍କୁ ରାଜ୍ଯପାଳ ପୀଲାତଙ୍କ ପାଖକୁ ନଇଗେଲେ, ଓ ତାହାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ଶିକୁଳିରେ ବାନ୍ଧି ରୋମ ସାମ୍ରାଜ୍ୟର ପ୍ରାଦେଶିକ ଶାସକ ପିଲାତଙ୍କ ନିକଟକୁ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା’ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಸರ್‍ಪೊಳ್ಯಾನಿ ಭಾಂದ್ಲ್ಯಾನಿ ಅನಿ ನ್ಹೆವ್ನ್ ರೊಮಾಚೊ ಅದಿಕಾರಿ ಹೊವ್ನ್ ಹೊತ್ತ್ಯಾ ಪಿಲಾತಾಚ್ಯಾ ತಾಬೆತ್ ದಿಲ್ಯಾನಿ.